ଆସନ୍ତାକାଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇପାରେ।

ନୂଆଦିଲ୍ଲୀ: ଆସନ୍ତାକାଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇପାରେ। ମଙ୍ଗଳବାର ପୂର୍ବାହ୍ନ ୧୦ ଟା ସମୟରେ ଫଳ ପ୍ରକାଶନ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି।ଛାତ୍ରଛାତ୍ରୀ www.cbse.gov.in, cbseresults.nic.inରେ ରେଜଲ୍ଟ ଦେଖି ପାରିବେ ।

Leave a Reply

Your email address will not be published. Required fields are marked *