ଗୁଣୁପୁର ଜିଆଇଇଟି ବିଶ୍ଵବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ।

ଗୁଣୁପୁର ଜିଆଇଇଟି ବିଶ୍ଵବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ। କମ୍ପୁଟର ବିଭାଗରେ ସର୍ଟସର୍କିଟରୁ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି।

Leave a Reply

Your email address will not be published. Required fields are marked *